ଜାତୀୟ

ଉଚ୍ଛେଦ ବନ୍ଦ ଦାବିକୁ ଜିଲ୍ଲାପାଳଙ୍କ ପ୍ରତ୍ୟାଖ୍ୟାନ, ଆଲୋଚନା ବିଫଳ

ପୁରୀ : ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ପୁରୀ ଜିଲ୍ଲାପାଳଙ୍କ ସହ ୧୫ ଜଣିଆ ପ୍ରତିନିଧି ଦଳର ଆଲୋଚନା ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ପାଇଁ ପ୍ରତିନିଧି ଦଳର ଦାବିକୁ ଅଗ୍ରାହ୍ୟ କରିଛନ୍ତି ଜିଲ୍ଲାପାଳ ।

ବୈଠକ ପରେ ପୁରୀ ଜିଲ୍ଲାପାଳ ବଲଓ୍ୱନ୍ତ ସିଂହ କହିଛନ୍ତି,‘ଶ୍ରୀମନ୍ଦିର ମେଘନାଦ ପାଚେରି ସଂଲଗ୍ନ ବ୍ୟାବସାୟିକ ପ୍ରତିଷ୍ଠାନ ଉଚ୍ଛେଦ ଚାଲୁ ରହିବ। ମନ୍ଦିରର ସୁରକ୍ଷା ଓ ଭକ୍ତଙ୍କ ସୁବିଧାକୁ ଗୁରୁତ୍ୱ ଦିଆଯାଉଥିବାରୁ ଉଚ୍ଛେଦ ନେଇ ସଂପୂର୍ଣ୍ଣ ବ୍ଲୁ ପ୍ରିଣ୍ଟ ରହିଛି।’

Leave a Reply

Your email address will not be published. Required fields are marked *