ଆଜିର ରାଶିଫଳ

୫ ସେପ୍ଟେମ୍ବର,ଗୁରୁବାର: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶରୀର ସୁସ୍ଥ ରହିବ। ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମିଥୁନ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। ସହକର୍ମୀଙ୍କ ସହଯୋଗ ମିଳିବ। ସିଂହ:  ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ମଧ୍ୟାହ୍ଣ ପରେ […]