ପର୍ଯ୍ୟଟନ

ଏପରି ମନ୍ଦିର,ଏକ ସଙ୍ଗେ ଦେବୀ ଦର୍ଶନ କରିପାରିବେନି ସ୍ୱାମୀ ସ୍ତ୍ରୀ

ଭୁବନେଶ୍ୱର : ବିବାହ ପରେ ସ୍ୱାମୀ ସ୍ତ୍ରୀ ୭ ଜନ୍ମ ପାଇଁ ପରସ୍ପରର ହୋଇଯାନ୍ତି। ସୁଖଦୁଃଖ, ଭଲମନ୍ଦ, ଘାତ ପ୍ରତିଘାତ ଯାହା ବି ଆସିଲେ, ଏକ ସଙ୍ଗେ ତାହାର ମୁକାବିଲା କରିଥାନ୍ତି।   ସ୍ୱାମୀ ସ୍ତ୍ରୀ ଏକ ସଙ୍ଗେ ମନ୍ଦିର ଗଲେ, ସେମାନଙ୍କ ବୈବାହିକ ଜୀବନ,  ପାରିବାରିକ ଜୀବନ ସୁଖମୟ ହୋଇଥାଏ।  ବିଭିନ୍ନ ମାଙ୍ଗଳିକ କାର୍ଯ୍ୟ, ଦେବାଦେବୀଙ୍କ ପୂଜା ଏକ ସଙ୍ଗେ ୨ ଜଣ ନ କଲେ ଉକ୍ତ କାର୍ଯ୍ୟ ସଫଳ ହୁଏ ନାହିଁ ବୋଲି ବିଶ୍ୱାସ ରହିଛି। […]

ପର୍ଯ୍ୟଟନ

ନୈସର୍ଗିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ‘ଚାଙ୍ଗଲାଙ୍ଗ୍‌’ ଥରେ ବୁଲି ଆସନ୍ତୁ

ଭୁବନେଶ୍ୱର : ଯଦି ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ସାଙ୍ଗକୁ ଐତିହାସିକ ଜାଗା ଭ୍ରମଣ କରିବାକୁ ଚାହୁଁଛନ୍ତି, ତା ହେଲେ  ଅରୁଣାଚଳପ୍ରଦେଶସ୍ଥିତ ‘ଚାଙ୍ଗଲାଙ୍ଗ’ ପ୍ରକୃଷ୍ଟ ସ୍ଥାନ। ପ୍ରକୃତି କୋଳରେ ବସିଥିବା ଏହି ଗାଁ ନୈସର୍ଗିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ। ଏଠାକୁ ଥରେ ବୁଲି ଆସିଲେ, ପାହାଡ, ଘଞ୍ଚ ଜଙ୍ଗଲ ମଧ୍ୟରେ ମାଇଲି ମାଇଲି ଦୂର ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଥବା ପର୍ବତ ଶୃଙ୍ଖଳାକୁ ଦେଖି ଆପଣ ସବୁ ଚିନ୍ତା ଭୁଲିଯିବେ। କ’ଣ ଦେଖିବେ: ଦ୍ୱିତୀୟ ବିଶ୍ୱଯୁଦ୍ଧରେ ପ୍ରାଣ ହରାଇଥିବା ସୈନିକମାନଙ୍କର ଏଠାରେ କବରସ୍ଥାନ […]