ସ୍ୱାସ୍ଥ୍ୟ

ହାର୍ଟ ଆଟାକ୍‌ ହେଲେ ସଙ୍ଗେ ସଙ୍ଗେ କ’ଣ କରିବେ ?

ଭୁବନେଶ୍ୱର : ଅଫିସ୍‌ କାମର ପ୍ରେସର, ଅଧିକ ମାତ୍ରାରେ ଫାଷ୍ଟ୍‌ଫୁଡ୍‌ ଖାଇବା, ଧୂମପାନ କରିବା ଓ ମଦ ପିଇବା ଯୋଗୁ ଆଜିର ଯୁବପିଢ଼ି ମାରାତ୍ମକ ହୃଦରୋଗର ଶିକାର ହେଉଛନ୍ତି। ଯୁବାବସ୍ଥାରେ ଏହି ମାରାତ୍ମକ ରୋଗଠାରୁ ଦୂରେଇ ରହିବା ଆବଶ୍ୟକ। ତେବେ ଏଥିପାଇଁ କେଉଁ ସବୁ ଦିଗ ପ୍ରତି ଧ୍ୟାନ ଦେବେ ଓ ଜଣେ ବ୍ୟକ୍ତିଙ୍କୁ ହୃଦ୍‌ଘାତ ବା ହାର୍ଟ ଆଟାକ୍‌ ଆସିଲେ ସଙ୍ଗେ ସଙ୍ଗେ କ’ଣ ପଦକ୍ଷେପ ନେବା ଉଚିତ୍‌, ଏହାକୁ ନେଇ ହୃଦ୍‌ରୋଗ ବିଶେଷଜ୍ଞ ଡାକ୍ତର ମହେନ୍ଦ୍ର […]

ସ୍ୱାସ୍ଥ୍ୟ

ଆଜ୍‌ମାର ଘରୋଇ ଉପଚାର

ଭୁବନେଶ୍ୱର : ଆଲର୍ଜି ଗମ୍ଭୀର ରୂପ ଧାରଣ କଲେ ଏହା ଆଜ୍‌ମାରେ ପରିବର୍ତ୍ତିତ ହୋଇଥାଏ। ଋତୁ ପରିବର୍ତ୍ତନ ସଙ୍ଗେ ସଙ୍ଗେ ଏହି ରୋଗ କ୍ଷତିକାରକ ହୋଇଥାଏ। ଏହାର କାରଣ ଋତୁ ବଦଳିବା ସହିତ ବାୟୁମଣ୍ଡଳରେ ଧୂଳିକଣା ଓ ବ୍ୟାକ୍ଟେରିଆ ମଧ୍ୟ ବୃଦ୍ଧି ପାଇଥା’ନ୍ତି। କେବଳ ଏତିକି ନୁହେଁ, ପ୍ରଦୂଷଣ ଆଜ୍‌ମାର ଏକ ବଡ଼ କାରକ। ଘରର ପରଦା, ଗାଲିଚା ଓ କାର୍‌ପେଟ୍‌ରେ ଧିବା ଧୂଳି ଯୋଗୁ ମଧ୍ୟ ଆଜ୍‌ମା ସମସ୍ୟା ଅଧିକ ବଢ଼ିଥାଏ। ଯେ କୌଣସି ବୟସର […]