ଓଡ଼ିଶା ସ୍ୱତନ୍ତ୍ର

ଝାଉଁ ଗଛ କାଟୁଥିଲେ, ପଡ଼ିଲା ଛାତ୍ରୀଙ୍କ ଉପରେ

କେନ୍ଦ୍ରାପଡା(ମନୋଜ କୁମାର ସ୍ୱାଇଁ): କେନ୍ଦ୍ରାପଡା ଜିଲ୍ଲା ତିନିମୁହାଣୀ ବସଷ୍ଟାଣ୍ଡ ରାସ୍ତା ରକେନ୍ଦ୍ରାପଡା ଅରବାନ କୋପେରଟିଭି ବ୍ୟାଙ୍କ ସମ୍ମୁଖରେ ଛାତ୍ରୀଙ୍କ ଶବ ରଖି କ୍ଷତିପୂରଣ ଦାବିରେ ପରିବାର ସହ ସ୍ଥାନୀୟ ଲୋକମାନେ ରାସ୍ତା ରୋକ କରିଛନ୍ତି । କଜଳା ଗ୍ରାମର ଶେଜଲ ବଳ ଗତକାଲି ସକାଳେ ଟିଉସନ୍ ସାରି ଘରକୁ ଫେରୁଥିବା ବେଳେ କଜଳା ଅର୍ବାନ୍‌ ବ୍ୟାଙ୍କ ପଛ ରାସ୍ତାରେ ଥିବା ଏକ ଝାଉଁ ଗଛକୁ ସ୍ଥାନୀୟ ଲୋକେ କାଟୁଥିଲେ । ତେବେ ଗଛ କଟାଯିବା ନେଇ କୌଣସି […]

ଓଡ଼ିଶା ସ୍ୱତନ୍ତ୍ର

ବାନ୍ଧକଳାରେ ତିଆରି ହେଲା ତ୍ରିରଙ୍ଗା ଶାଢ଼ୀ, ନାଁ ‘ଅତୁଲ୍ୟ ଭାରତ’

ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ପାରମ୍ପରିକ ବାନ୍ଧକଳାରେ ଦେଖିବାକୁ ମିଳିଛି ଦେଶାତ୍ମବୋଧର ଛିଟା। ବାନ୍ଧକଳା ମାଧ୍ୟମରେ ଦେଶପ୍ରୀତିକୁ ପ୍ରଦର୍ଶିତ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରର କେନ୍ଦୁପାଲି ଗାଁର ଗଣେଶ ମେହେର ଓ ବୁଣିଛନ୍ତି ‘ତ୍ରିରଙ୍ଗା ଶାଢ଼ୀ’। ଆଉ ତା’ର ନାଁ ରଖିଛନ୍ତି ‘ଅତୁଲ୍ୟ ଭାରତ’। ଏବେ ଏହି ଶାଢ଼ୀକୁ ନେଇ ଏ ଅଞ୍ଚଳରେ ଜୋର୍ ଚର୍ଚ୍ଚା ଚାଲିଛି। ବାନ୍ଧକଳା ପାଇଁ ସୁବର୍ଣ୍ଣପୁର ପ୍ରସିଦ୍ଧ। ହଜାର ହଜାର ବର୍ଷରୁ ଏ ମାଟିର ଭୁଲିଆ ସଂପ୍ରଦାୟର ଲୋକେ ଏହାରି ମାଧ୍ୟମରେ ତିଆରି […]