ଆଜିର ରାଶିଫଳ ୫ ସେପ୍ଟେମ୍ବର,ଗୁରୁବାର: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ - ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶରୀର ସୁସ୍ଥ ରହିବ। ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।…